ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ତାଙ୍କର ଅଙ୍ଗପ୍ରତ୍ୟଙ୍ଗ ମଧ୍ୟ ଅଚଳ ହୋଇଯାଇଥିଲା। ଶ୍ବାସକ୍ରିୟା ସମସ୍ୟା ଯୋଗୁଁ ଭେଣ୍ଟିଲେଟରରେ ରଖାଯାଇଥିଲା। ଗତ ୧୪ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି ହୋଇଥିଲେ ହ୍ୟୁମା ସାଗର।
କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ






