କୋରାପୁଟ ଜିଲାର ସେମିଳିଗୁଡା ବ୍ଲକ ଅନ୍ତର୍ଗତ ଦୁଧାରୀ ପଞ୍ଚାୟତସ୍ଥିତ ପୁଟସିଲଠାରେ ଶନିବାର ଇକୋ ରିଟ୍ରିଟ୍ ୨୦୨୫ର ଆଭାସୀ ମାଧ୍ୟମରେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ଏହି ଇକୋ ରିଟ୍ରିଟ୍ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଫେବୃଆରୀ ମାସ ପର୍ଯ୍ୟନ୍ତ ଖୋଲା ରହିବ। ସମୁଦାୟ ୨୫ଟି ସୁଟ ରହିଛି।ପଞ୍ଚତାରକା ହୋଟେଲର ସୁବିଧା ଏଠି ପର୍ଯ୍ୟଟକମାନେ ପାଇପାରିବେ
କୋରାପୁଟରେ ଇକୋ ରିଟ୍ରିଟ୍ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ






