ବିଏମସି ଅଞ୍ଚଳରେ ଅଛନ୍ତି ୪୭,୧୧୬ ବୁଲା କୁକୁର । ୨୩, ୦୪୭ ଅଣ୍ଡିରା, ୧୫, ୫୫୨ ମାଇ କୁକୁର ସହ ୧୧୨୪ଟି ଛୁଆ ରହିଛନ୍ତି । ୪୦୬୮ ଅଣ୍ଡିରା କୁକୁର ଓ ୩୩୩୫ ମାଈ କୁକୁରଙ୍କୁ ବନ୍ଧ୍ୟାକରଣ କରାଯାଇଛି । ଭୁବନେଶ୍ୱର ଜନସଂଖ୍ୟା ତୁଳନାରେ ବୁଲାକୁକୁରଙ୍କ ସଂଖ୍ୟା ୩.୬୨ ପ୍ରତିଶତ ରହିଛି । ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଦୁଇଟି ପର୍ଯ୍ୟାୟରେ ହୋଇଥିଲା ଗଣନା ।
ବିଏମସି ଅଞ୍ଚଳରେ ଅଛନ୍ତି ୪୭,୧୧୬ ବୁଲା କୁକୁର






