ଏ.କେ ବ୍ୟୁରୋ : ଭିଜିଲାନ୍ସ ଜାଲରେ ଅବକାରୀ ସୁପରିଟେଣ୍ଡେଣ୍ଟ
-ରାଉରକେଲା: ଭିଜିଲାନ୍ସ ଜାଲରେ ଅବକାରୀ ସୁପରିଟେଣ୍ଡେଣ୍ଟ ଧନେଶ୍ବର ବରାଡ
-୫ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ
– ଉଦିତ ନଗର କାର୍ଯ୍ୟାଳୟରେ ମଦ ଦୋକାନୀଙ୍କ ଠାରୁ ଲାଞ୍ଚ ନେଉଥିଲେ
-ଭୁବନେଶ୍ବର ସ୍ଥିତ ବାସଭବନ ସମେତ ଏକାଧିକ ସ୍ଥାନରେ ଭିଜିଲାନ୍ସ ଚଢାଉ






