ଏ.କେ ବ୍ୟୁରୋ :: ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୦,୦୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୬, ୭୫୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନଶେ୍ବରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୦,୦୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୪୬, ୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୦,୦୯୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୬, ୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୬୦,୨୪୦ ଟଙ୍କା ଓ ୨୨ କ୍ୟାରଟେ ୧,୪୬,୯୫୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୬୩,୦୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୯,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୦,୦୯୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୬, ୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୯୦,୦୦୦ ଟଙ୍କା ହୋଇଛି ।
କମେିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –






