୯ମ ଦିନରେ ମା ସିଦ୍ଧିଦାତ୍ରୀ ହେଉଛନ୍ତି ଶେଷ ଦୁର୍ଗା
ଆଶ୍ୱିନର ଶରତ ସକାଳରେ ଧରଣୀ ହୋଇଛି ପୁଲକିତ । ଗୃହଠାରୁ ଦେବାଳୟ ପର୍ଯ୍ୟନ୍ତ ସବୁଠାରେ ଜ୍ୟୋତିର୍ମୟୀ…
ପୁଲିସ ବାବୁଙ୍କ ପରକୀୟା ପ୍ରୀତି: ପ୍ରେମିକା ସହ ଘରେ ମଉଜ କରିବା ବେଳେ ଧରିଲା ସ୍ତ୍ରୀ
ଜଣେ ପୁଲିସ ବାବୁଙ୍କ ସ୍ତ୍ରୀ ଚାକିରି ପାଇଁ ବାହାରକୁ ଯାଉଥିଲେ । ଯାହାର ଫାଇଦା ଉଠାଇ…
ପବିତ୍ର ଦୁର୍ଗାପୂଜା ଓ ଦଶହରାର ଶୁଭେଚ୍ଛା ଜଣାଇଲେ ନବୀନ
ବିଜେଡି ସଭାପତି ନବୀନ ପଟ୍ଟନାୟକ ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।…
ଆଜି ଘୂର୍ଣ୍ଣିବଳୟ, ୧ରେ ଲଘୁଚାପ
ବର୍ତ୍ତମାନ ରାଜ୍ୟରେ ହାଲୁକା ବର୍ଷା ଲାଗି ରହିଥିଲେ ମଧ୍ୟ ଦୁର୍ଗାପୂଜା ପାଇଁ ପ୍ରାୟତଃ ପାଗ ଅନୁକୂଳ…
କେନ୍ଦ୍ରୀୟ ଡେପୁଟେଶନରେ ଯିବେ ଏହି IAS ସ୍ବାମୀ-ସ୍ତ୍ରୀ
ଓଡ଼ିଶାର ଆଉ ଦୁଇଜଣ ଆଇଏଏସ୍ ଅଧିକାରୀଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ପଠାଯାଇଛି । ଏ ସମ୍ପର୍କରେ ସୋମବାର…
ଆଜି ମଣ୍ଡପରେ ମହାମାୟାଙ୍କ ମହାଷ୍ଟମୀ, ପୀଠରେ ମହାନବମୀ ନୀତିକାନ୍ତି
ମଣ୍ଡପରେ ଦର୍ଶନ ଦେଉଛନ୍ତି ମା’ । ଶକ୍ତିପୀଠରେ ଚାଲିଛି ଦେବୀଙ୍କ ମହାନବମୀ ପୂଜା, ମଣ୍ଡପରେ ଆଜି…
ଦୁର୍ଗା ପୂଜା ପାଇଁ ଟ୍ରାଫିକ କଟକଣା ଜାରି,ଦିନ ୨ଟା ପରେ ଏନଏଚରେ ଭାରିଯାନ ମନା
ପାର୍ବଣ ପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଥିବା ବେଳେ ଟ୍ବିନସିଟି କଟକ-ଭୁବନେଶ୍ୱର ପାଇଁ…
ଯେଉଁମାନେ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ଇ- କେୱାଇସି କରିବେ, ସେମାନ ପୁଣି ଥରେ ରାସନ ପାଇବେ
ସେପ୍ଟେମ୍ବର ୩୦ ତାରିଖ E-KYCର କରିବାର ଶେଷ ତାରିଖ । ଏହି ଅବଧି ଭିତରେ E-KYC…
ପୁଣି ବଢ଼ିଛି ସୁନା ଏବଂ ରୁପା ଦର
ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ…
ସାବଧାନ ! ବଜାରରେ ବିକ୍ରି ହେଉଛି ରାସାୟନିକ ପଦାର୍ଥ ମିଶା ଆଳୁ
ଉତ୍ତର ପ୍ରଦେଶର ଗୋରଖପୁରରେ ଆଳୁକୁ ଲାଲ, ଚମକଦାର ଏବଂ ତାଜା ଦେଖାଯିବା ପାଇଁ ରାସାୟନିକ ପଦାର୍ଥ…

